Categories: ରାଜ୍ୟ

ପୁରୀ : ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ

ପୁରୀ : ବ୍ରହ୍ମଗିରି ପାଞ୍ଚଗୋଛିଆ ଗୌଡ଼ ସାହିରେ ଚଢାଉ କରି ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ କରିିଛି ପୁରୀ ଅବକାରୀ ଫ୍ଲାଇଂ ସ୍କ୍ଵାର୍ଡ । ଏହି ଘଟଣାରେ ପୂର୍ଣ୍ଣଚନ୍ଦ୍ର ନାଏକ ନାମକ ଯୁବକଙ୍କୁ ଗିରଫ କରାଯାଇଛି । ଅନ୍ୟ ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ଲକ୍ଷ ଟଙ୍କା ହେବ ।

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

15 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

27 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

28 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

10 hours ago