ରାଜ୍ୟ

ଗଞ୍ଜାମ: କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚମ୍ପଟ ମାରିଲେ ୧୫୦ରୁ ଅଧିକ ଅନ୍ତେବାସୀ

ଗଞ୍ଜାମ: କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚମ୍ପଟ। ଗଞ୍ଜାମ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚମ୍ପଟ ମାରିଛନ୍ତି ୧୫୦ରୁ ଅଧିକ । ବେଗୁନିଆପଡ଼ା ଓ ରାଗପୁର କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚମ୍ପଟ ମାରିଛନ୍ତି ଶତାଧିକ। ସୁବିଧା ନମିଳିବାରୁ ଗେଟ୍‌ ଭାଙ୍ଗି ପଳାଇଥିବା ସୂଚନା ମିଳିଛି। ନିକଟସ୍ଥ ଗାଁରୁ ଚମ୍ପଟ ମାରିଥିବା ୫୦ ଜଣଙ୍କୁ କାବୁ କରାଯାଇଛି। ଅନ୍ୟ ଚମ୍ପଟଙ୍କୁ ପୋଲିସ ଖୋଜୁଛି । ଗତକାଲି ବସ୍‌ ଯୋଗେ ସୁରତରୁ ଫେରିଥିଲେ ୧୯୫ରୁ ଅଧିକ ପ୍ରବାସୀ ଓଡ଼ିଆ। ସମସ୍ତଙ୍କୁ ବେଗୁନିଆପଡ଼ା ଜନତା ହାଇସ୍କୁଲ ଓ ରାଗପୁର ଆଦର୍ଶ ବିଦ୍ୟାଳୟରେ ରଖାଯାଇଥିଲା। ତେବେ ଏଠାରେ ଆନୁସଙ୍ଗିକ ସୁବିଧା ମିଳୁନଥିବା ଭିଯୋଗ କରି ଶତାଧିକ ଫେରାର ହୋଇଯାଇଛନ୍ତି।

KNews Bureau

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

3 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

9 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago