ରାଜ୍ୟ

ସୁସ୍ଥ ତାଲିକାରେ ଯୋଡି ହେଲେ ୧୬୭୩ କରୋନା ଆକ୍ରାନ୍ତ, ସଂଖ୍ୟା ପହଞ୍ଚିଲା ୩୬୪୭୮ରେ

କେନ୍ୟୁଜ୍(ବ୍ୟୁରୋ):  ଆଜି ଆଉ ୧୬୭୩ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ ।  ଟ୍ବିଟ କରି ସୂଚନା ଦେଲା ସ୍ବାସ୍ଥ୍ୟ ବିଭାଗ। ଆଜିର ସୁସ୍ଥଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମର ୩୮୯, ଖୋର୍ଦ୍ଧାର ୧୭୭, ସୁନ୍ଦରଗଡର ୧୬୩,କଟକର ୧୨୬, କୋରାପୁଟର ୧୨୦, ପୁରୀର ୧୦୦, ସମ୍ବଲପୁରର ୬୧,ବରଗଡର ୫୦, କେନ୍ଦୁଝରର ୪୭, ରାୟଗଡାର ୪୭, କନ୍ଧମାଳର ୪୬, ନୟାଗଡର ୩୫, ଯାଜପୁରର ୩୪, ଗଜପତିର ୩୩, କେନ୍ଦ୍ରାପଡାର ୩୧, ବାଲେଶ୍ବରର ୩୦, ମାଲକାନଗିରିର ୨୮, ଭଦ୍ରକର ୨୬, ମୟୂରଭଞ୍ଜର ୨୫, ଢେଙ୍କାନାଳର ୨୪, କଳାହାଣ୍ଡିର ୨୧, ବଲାଙ୍ଗିରର ୧୫, ସୋନପୁରର ୧୪, ନବରଙ୍ଗପୁରର ୧୧, ଜଗତସିଂହପୁରର ୮, ଝାରସୁଗୁଡାର ୬, ଅନୁଗୁଳର ୪, ବୌଦ୍ଧ ଓ ନୂଆପଡାରୁ ଜଣେ ଲଖାଏଁ ଆକ୍ରାନ୍ତ କରୋନାରୁ  ଆରୋଗ୍ୟ ଲାଭ କରିଥିବାର ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ। ଏହି ସୁସ୍ଥ ମାନଙ୍କୁ  ମିଶାଇ ୩୬୪୭୮ରେ ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 min ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

4 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

10 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

19 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

19 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

37 mins ago