ଯାଜପୁର:ଲକ୍‌ଡାଉନକୁ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି, ବିଭିନ୍ନ ଥାନା ପୋଲିସ ଦ୍ୱାରା ୧୭୪ଟି ବାଇକ ଜବତ

ଯାଜପୁର (କେନ୍ୟୁଜ) : ଯାଜପୁର ଜିଲ୍ଲାରେ ଲକ୍‌ ଡାଉନକୁ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି । ଆଜି ଲକ ଡାଉନର ଥିଲା ୧୫ଦିନ। ଜିଲ୍ଲାର ବିଭିନ୍ନ ଥାନା ପୋଲିସ ଦ୍ୱାରା ଆଜି ୧୭୪ଟି ବାଇକ ଜବତ ହୋଇଥିବା ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ଯାଜପୁର ଏସପି ଚରଣ ସିଂ ମୀନା। ଗତକାଲି ଗୋଟିଏ ଦିନରେ ୩୦୨ଟି ବାଇକ ଜବତ କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.