ବାଲେଶ୍ୱର: ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୧୮ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ, ଖାଦ୍ୟରେ ଝିଟିପିଟି ପଡ଼ିଥିବାର ଆସିଲା ଅଭିଯୋଗ

ବାଲେଶ୍ୱର(କେନ୍ୟୁଜ୍): ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୧୮ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ । ବାଲେଶ୍ୱର ଜିଲ୍ଲା ବଇଁଚା ପଞ୍ଚାୟତ ପାଳ ବାଲେଶ୍ୱର ୟୁପି ସ୍କୁଲରେ ଏହି ଘଟଣା ଘଟିଛି । ଆଜି ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀମାନେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି । ତରକାରୀରେ ଝିଟିପିଟି ପଡ଼ିବାରୁ ଏହା ବିଷାକ୍ତ ହୋଇଥିବା କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.