କେନ୍ୟୁଜ୍(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ୧୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ। ଟ୍ବିଟ କରି ସୂଚନା ଦେଲା ବିଏମସି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସୂଚନା ମିଳିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ଏପର୍ଯ୍ୟନ୍ତ ୫୪୮୭ଟି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୧୮୮୭ଟି ଆକ୍ଟିଭ କେସ୍ ରହିଛି।
ସେହିପରି ଆଜି ରାଜଧାନୀରୁ ୧୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜଧାନୀରୁ ୩୫୬୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ରାଜଧାନୀର ୨୭ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।
ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…
ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…
କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…
ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…
କେନ୍ୟୁଜ୍: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…
ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…