ପୁରୀ(କେନ୍ୟୁଜ): ନିଶା କାରବାର ଅଭିଯୋଗରେ ପୁରୀ କୁମ୍ଭାରପଡ଼ା ଥାନା ପୋଲିସ ଦୁଇ ଜଣ ନିଶା ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦୁଇ ବେପାରୀ ବାଘଆଖଡ଼ା ମଠ ଲେନର ସଞ୍ଜୟ କୁମାର ସାହୁ ଓ ମୋହନ ଭୋଇ। ସେମାନଙ୍କ ଠାରୁ ୪୬ଟି କଫ ସିରଫ ବୋତଲ ,ଗୋଟିଏ ସ୍କୁଟି ଓ ଅନ୍ୟାନ୍ୟ ନିଶା ବଟିକା ଜବତ ହୋଇଛି। ଉଭୟ ଆଲାମଚଣ୍ଡୀ ମନ୍ଦିର ନିକଟରେ ନିଶା କାରବାର କରୁଥିବା ଖବର ପାଇ ପୋଲିସ ଚଢାଉ କରିଥିଲା।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…