Below header

 ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା:୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ପଟ୍ଟାମୁଣ୍ଡାଇ(କେନ୍ୟୁଜ୍):  ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲୀପ ସେଠୀଙ୍କୁ ଅଫିସରେ ପଶି ମାଡ଼ ମାରିବା ଘଟଣାରେ ଗିରଫ ୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ।
ନବ ନିର୍ମାଣ କୃଷକ ସଂଘଠନର ଜିଲ୍ଲା ସଂଯୋଜକ ଦୋଳ ଗୋବିନ୍ଦ ସାହୁ ଓ ଉଦୟଭାନୁ ସାହୁଙ୍କୁ ଗିରଫ କରିଛି ପଟ୍ଟାମୁଣ୍ଡାଇ ପୋଲିସ । ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ କେନ୍ଦ୍ରାପଡା ଉପ କାରାଗାରକୁ ପଠାଇ ଦିଆଯାଇଛି ।

କଣିପାଳ ଗାଁର ଚାଷ ଜମିରେ ବେଆଇନି ଇଟାଭାଟିକୁ କିଛି ଲୋକ ବିରୋଧ କରୁଥିବା ବେଳେ ତହସିଲଦାର କୌଣସି କାର୍ଯ୍ୟାନୁଷ୍ଠାନ ନ ନେଇନଥିବା ଅଭିଯୋଗ ହୋଇଥିଲା । ପରେ ଅଭିଯୁକ୍ତ ମାନେ ତହସିଲଦାରଙ୍କୁ ମାଡ ମାରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.