Below header

ମର୍ମନ୍ତୁଦ ଦୁର୍ଘଟଣା: ୨ ବାଇକ୍ ମୁହାଁମୁହିଁ ଧକ୍କା, ୫ ମୃତ

ମର୍ମନ୍ତୁଦ ଦୁର୍ଘଟଣା । ୨ ବାଇକ୍ ମୁହାଁମୁହିଁ ଧକ୍କାରେ ୫ଜଣଙ୍କ ମୃତ୍ୟୁ ହୋଇଛି । ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ସୋରଡ଼ା ଥାନା ପୋଡ଼ାଖାରୀ ଗାଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ସୋରଡ଼ା (କେନ୍ୟୁଜ): ମର୍ମନ୍ତୁଦ ଦୁର୍ଘଟଣା । ୨ ବାଇକ୍ ମୁହାଁମୁହିଁ ଧକ୍କାରେ ୫ଜଣଙ୍କ ମୃତ୍ୟୁ ହୋଇଛି । ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ସୋରଡ଼ା ଥାନା ପୋଡ଼ାଖାରୀ ଗାଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ ୩ ଜଣ ବାଇକରେ ,ସୋରଡ଼ାରୁ ଅଶୁରବନ୍ଧ ବାଇକ ଯୋଗେ ଯାଉଥିବାବେଳେ ଅନ୍ୟ ୩ ଜଣ ସ୍କୁଟିରେ ସୋରଡ଼ାରୁ ଆସୁଥିବାବେଳେ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତାହତମାନେ ସୋରଡ଼ା ଅଞ୍ଚଳର ସୂଚନା। ସୋରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.