କେନ୍ୟୁଜ୍(ବ୍ୟୁରୋ): ୨ ବିଜେପି ବିଧାୟକ ନିଲମ୍ବିତ । ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗି ୨ ବିଜେପି ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ସସପେଣ୍ଡ। ଉଭୟଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ପ୍ରଥମେ ଗୃହର ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ । ପରେ ପଲିଥିନରେ ଆଣିଥିବା ଡାଲି ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଫିଙ୍ଗିଥିଲେ। ଚଳିତ ମୌସୁମୀ ଅଧିବେଶନର ଶେଷ ପର୍ଯ୍ୟନ୍ତ ଉଭୟଙ୍କୁ ସସପେଣ୍ଡ କରାଯାଇଛି।
ଏନେଇ ପ୍ରତିକ୍ରିୟାରେ ବାଚସ୍ପତି ପ୍ରମିଳା ମଲ୍ଲିକ କହିଛନ୍ତି, ବିଜେପି ବିଧାୟକଙ୍କ ଆଚରଣ ଓ ଉଚ୍ଚାରଣରେ ଗୃହ କ୍ଷୁବ୍ଧ । ବିଧାନସଭାର ନୀତି ନିୟମ ଓ ସମ୍ବିଧାନ ଅନୁସାରେ ନିଷ୍ପତ୍ତି ନିଆଯାଇଛି । ଗୃହର ମତ ନିଆଯାଇ କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି ବାଚସ୍ପତି କହିଛନ୍ତି ।
ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…