ପଟ୍ଟାମୁଣ୍ଡାଇ(କେନ୍ୟୁଜ): ସବୁଆଡେ ରଙ୍ଗର ଖେଳର ହୋଲିରେ ମସଗୁଲ ଥିବା ବେଳେ କିନ୍ତୁ ଆଜି ଅପରାହ୍ନରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା କେଶପୁର ପଂଚାୟତ ଦେବଳା ଗ୍ରାମରେ ହୋଲି ଖେଳି ସରି ବ୍ରାହ୍ମଣୀ ନଦୀରେ ଗାଧୋଉଥିବା ବେଳେ ହଠାତ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ଦୁଇ ଜଣ ହେଲେ ପଟ୍ଟାମୁଣ୍ଡାଇ ଥାନା ଦେବଲା ଗ୍ରାମର 43 ବର୍ଷୀୟ ସୁଜିତ ଦାସ ଓ 24 ବର୍ଷୀୟ ଚିନ୍ମୟ ଦାସ। ଉଭୟ ଦୁଇ ଜଣ ସମ୍ପର୍କୀୟ ଭାଇ ବୋଲି ଜଣା ପଡିଛି।
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…