ରାଜ୍ୟ

ରଜ ସଂକ୍ରାନ୍ତିରେ ଅଘଟଣ: ପୋଖରୀରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ

ରେଢାଖୋଲ (କେନ୍ୟୁଜ): ରେଢାଖୋଲରେ ଅଘଟଣ ।  ପୋଖରୀରେ ବୁଡ଼ି ୨ଭାଇଙ୍କ ମୃତ୍ୟୁ ।  ରେଢାଖୋଲ ସହର କଳିନ୍ଦର ସାହିରେ ଏହି ଅଭାବନୀୟ ଘଟଣା ଘଟିଛି ।  ମୃତ ଦୁଇ ଶିଶୁଙ୍କ ବୟସ ସାଢେ ୩ ବର୍ଷ ଓ ଅଢେଇ ବର୍ଷ ।  ଦୁଇ ଭାଇ ଖେଳୁଥିବା ବେଳେ ପୋଖରୀରେ ଖସିପଡ଼ିବାରୁ ମୃତ୍ୟୁ ଘଟିଥିବା ସନ୍ଦେହ ।  ଘଟଣାସ୍ଥଳରେ ରେଢାଖୋଲ ପୋଲିସ ପହଞ୍ଚି ତଦନ୍ତ କରୁଛି  ।

ସୂଚନା ଯୋଗ୍ୟ ଗତକାଲି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ପୂଜାରୀ ଭରଣ୍ଡି ଗ୍ରାମରେ ପୋଖରୀରେ ବୁଡି ଯାଇ ମା ଓ ଝିଅଙ୍କ ମୃତ୍ୟୁ ଘଟିଛି ।  ମୃତକ ମାନେ ହେଲେ ଗୀତା କଲାର ଓ କରୀଶୀମା କଲାର ।  କାଲି ଦିନ ପ୍ରାୟ ୧୦ଟା ସମୟରେ ମା ଝିଅ ପୋଖରୀକୁ ଲୁଗା ସଫା କରିବା ସହ ଗାଧେଇବାକୁ ଆସିଥିଲେ ।  ଏହି ସମୟରେ ପାଣି ଭିତରେ ଝିଅ ବୁଡ଼ି ଯାଇଥିଲା ।  ଝିଅକୁ ବଞ୍ଚାଇବାକୁ ଯାଇ ମା ପୋଖରୀ ଭିତରକୁ ପଶି ଯାଇଥିଲା କିନ୍ତୁ ବଞ୍ଚାଇବାରେ ବିଫଳ ହୋଇଥିଲା ।  ପରେ ମାର ମୃତ୍ୟୁ ଘଟିଥିଲା  ।

 

Barsha

Recent Posts

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

4 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

18 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

54 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

56 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

60 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

1 hour ago