ରାଜ୍ୟ

ଖେଳୁଥିବା ସମୟରେ ପାଇଖାନା ଟାଙ୍କିରେ ପଡିଗଲେ ଦୁଇ ଶିଶୁକନ୍ୟା, ଡାକ୍ତର କଲେ ମୃତ ଘୋଷଣା

ଗଞ୍ଜାମ(କେନ୍ୟୁଜ୍):ପାଇଖାନା ଟାଙ୍କିରେ ପଡି ଦୁଇ ଶିଶୁକନ୍ୟା ମୃତ। ଗଞ୍ଜାମ ଜିଲ୍ଲା ବଡଗଡ ଥାନା ତାକରଡା ଗାଁରେ ଦୁଃଖଦ ଘଟଣା ଘଟିଛି । ମୃତ ଶିଶୁକନ୍ୟା ହେଲେ ସିଦ୍ଧପୁର ଗାଁର ବସୁମତି ସେଠୀ ଓ କାଳିଆଗୁଡା ଗାଁର ଦିବ୍ୟା ସେଠୀ । ଉଭୟଙ୍କ ବୟସ ୫ବର୍ଷ ।

ଦୁଇଜଣ ନିଜ ମାମୁଘର ତାକରଡା ଆସିଥିଲେ । ଆଜି ସକାଳେ ଖେଳୁଥିବା ସମୟରେ ପାଇଖାନା ଟାଙ୍କି ଭୁଶୁଡି ପଡିଥିଲା। ଫଳରେ ଦୁଇଜଣ ଟାଙ୍କି ଭିତରକୁ ଖସିପଡିଥିଲେ। ବହୁ ଖୋଜାଖୋଜ ପରେ ପାଇଖାନା ଟାଙ୍କରୁ ଉଦ୍ଧାର କରାଯାଇ ସୋରଡା ହସ୍ପିଟାଲ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।.

KNews Bureau

Recent Posts

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

12 mins ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

19 mins ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

31 mins ago

ବାଣ ବିସ୍ପୋରଣ ମାମଲା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ ।  ଏଥିସହ ମୃତ୍ୟୁସଂଖ୍ୟା ୧୧କୁ…

35 mins ago

ନୀଳାଞ୍ଚଳ ଏକ୍ସପ୍ରେସ ଉପରେ ଛିଡ଼ି ପଡ଼ିଲା ଓଭରହେଡ୍‌ ତାର, ୨ ଯାତ୍ରୀ ଗୁରୁତର

ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଥିବା ରାଞ୍ଚି ରେଳ ବିଭାଗରେ ହୋଇଛି ବଡ଼ ଦୁର୍ଘଟଣା । ଏଠାରେ ଟ୍ରେନ୍ ଉପରେ…

37 mins ago

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

1 hour ago