ରାଜ୍ୟ

ନିଜ ଜନ୍ମଦାତ୍ରୀଙ୍କ ନା’ରେ ୨ ଝିଅ ଆଣିଲେ ସାଂଘାତିକ ଅଭିଯୋଗ, କହିଲେ ମାଆଙ୍କ ପୁରୁଷ ବନ୍ଧୁ ଦିଅନ୍ତି ଯୌନ ନିର୍ଯାତନା !

ସମ୍ବଲପୁର(କେନ୍ୟୁଜ୍): ଉଦ୍ଧାର ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ। ମାଆଙ୍କ ସାମ୍ନାରେ ଦିଆଯାଉଥିଲା ଯୌନ ନିର୍ଯାତନା। ସମ୍ବଲପୁର ରେଳ ଷ୍ଟେସନରୁ ଦୁଇ ନାବାଳିକା ଉଦ୍ଧାର ଘଟଣାରେ ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ନିଜ ମାଆଙ୍କ ବିରୁଦ୍ଧରେ ଦୁଇ ଝିଅ ଆଣିଛନ୍ତି ଏଭଳି ସାଂଘାତିକ ଅଭିଯୋଗ।

ମାଆଙ୍କ ପୁରୁଷ ବନ୍ଧୁ ସେମାନଙ୍କୁ ଯୌନ ନିର୍ଯାତନା ଦେଉଥିବା କହିଛନ୍ତି। ଉଦ୍ଧାର ପରେ ସେମାନଙ୍କୁ ସିଡବ୍ଲୁସିରେ ହାଜର କରାଯାଇଛି। ଏନେଇ ବେଲପାହାଡ ଥାନାରେ ଏକ ମାମଲା ରୁଜୁ ହୋଇଛି।

ଅଭିଯୋଗ ଅନୁୟାୟୀ, ଦୁଇ ଝିଅଙ୍କୁ ମା ଓ ତାଙ୍କ ପୁରୁଷ ବନ୍ଧୁ ଜୋର ଜବରଦସ୍ତ ଚେନ୍ନାଇ ନେଉଥିଲେ। ସେଠାରୁ ଅତି ନାଟକୀୟ ଢଙ୍ଗରେ ଦୁଇ ଭଉଣୀ ଉଦ୍ଧାର ହୋଇଥିଲେ। ସମ୍ବଲପୁର ଷ୍ଟେସନରୁ ଉଦ୍ଧାର କରିଥିଲା ରେଳବାଇ ପୋଲିସ। ଘଟଣାରେ ନାବାଳିକାଙ୍କ ମା’ ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖି ପୋଲିସ୍‌ ପଚରା ଉଚରା କରୁଛି।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

3 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

7 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

7 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

7 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

8 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

8 hours ago