Below header

ବର୍ଷା ପାଇଁ ୩ ଜିଲ୍ଲାର ସ୍କୁଲ ଓ ଅଙ୍ଗନଓ୍ୱାଡିକୁ ୨ ଦିନ ପାଇଁ ଛୁଟି ଘୋଷଣା କଲେ ଜିଲ୍ଲାପାଳ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

 ଭୁବନେଶ୍ବର(କେନ୍ୟୁଜ୍):  ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୩ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରରେ ଛୁଟି ଘୋଷଣା କରାଯାଇଛି । ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ଆସନ୍ତାକାଲି ଓ ଶନିବାର ୨ଦିନ ସ୍କୁଲ ଛୁଟି ରହିବ । ଏ ନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେହିପରି ୯ ଓ ୧୦ ତାରିଖରେ ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଜିଲ୍ଲା ଓ ବ୍ଲକରେ ଖୋଲିବ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.