କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା,ଅଜଣା ଗାଡି ଧକ୍କାରେ ୨ ଯୁବକ ମୃତ
ପଟାମୁଣ୍ଡାଇ(କେନ୍ୟୁଜ) : ଅଜଣା ଗାଡି ଧକ୍କାରେ ୨ ଯୁବକ ମୃତ । ଏପରି ଅଘଟଣ ଘଟିଛି କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ପାହାଳ ଛକ ନିକଟରେ । ମୃତକ ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ଗାଁର ବିକାଶ ସାହୁ ଓ ବିଭଶ ତରାଇ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।