ରାଜ୍ୟ

ଅଜଣା ଗାଡି ଧକ୍କାରେ ୨ ସମୁଦି ମୃତ

ଘଟଗାଁ (କେନ୍ୟୁଜ): ଅଜଣା ଗାଡି ଧକ୍କାରେ ୨ ସମୁଦି ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ଜଂଘିରା-ତେନ୍ତେଳାପସି ରାସ୍ତାର ବାଉଟିଆ ନାଳ ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ହରିଚନ୍ଦନପୁର ବ୍ଲକ ଖୁଦପସି ଗ୍ରାମର ବିଦ୍ୟାଧର ବାରକ ଏବଂ ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନା ପାତମୁଣ୍ଡା ଗ୍ରାମର ବିଦ୍ୟାଧର ବାରିକ ।

ଦୁଇ ସମୁଦି ଜଂଘିରା ବଜାରରରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ତଦନ୍ତ ଆରମ୍ଭ କରିଛି ।

Niharanjan

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

5 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

7 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

8 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

8 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

8 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

10 hours ago