Below header

ବସ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

ବସ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲକପୁର ଠାରେ ବସ ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ।

ବସ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲକପୁର ଠାରେ ବସ ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ । ଦୁଇଜଣ ଜୁନାଗଡ଼ ରୁ ନିଜ ଗାଁ କୁ ଯାଇଥିବା ବେଳେ କଲମପୁର ରୁ କଟକ ,ଚଣ୍ଡିଖୋଲ ଅଭିମୁଖେ ଯାଇଥିବା ଲକି ନାମକ ଏକ ଘରୋଇ ବସ କଲମପୁର ପଟୁ ଆସୁଥିଲା ।

ଚିଲକପୁର ଠାରେ ବସ ବାଇକକୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁଇଜଣ ବାଇକ ଆରୋହୀ କଲମପୁର ବ୍ଲକ ର ବୋଲି ଜଣାପଡ଼ିଥିବା ବେଳେ ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.