କାଳ ହେଲା ଛିଣ୍ଡି ପଡ଼ିଥିବା ବିଦ୍ୟୁତ ତାର: ସଂସ୍ପର୍ଶରେ ଆସି ୨ ମୃତ

ଛିଣ୍ଡି ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବେଡାଗାଁ ପଂଚାୟତ ଦାନିକାପେଲ ଗାଁର ଅଭାବନୀୟ ଘଟଣା। ବିଦ୍ଯୁତ ବିଭାଗର ଖାମଖିଆଲି ମନୋଭାବେ ଯୋଗୁଁ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

କଳାହାଣ୍ଡି (କେନ୍ୟୁଜ): ଛିଣ୍ଡି ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବେଡାଗାଁ ପଂଚାୟତ ଦାନିକାପେଲ ଗାଁର ଅଭାବନୀୟ ଘଟଣା। ବିଦ୍ଯୁତ ବିଭାଗର ଖାମଖିଆଲି ମନୋଭାବେ ଯୋଗୁଁ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

ସମସ୍ତଙ୍କୁ ସେଠାରୁ ଉଦ୍ଧାର କରି ବିଶ୍ବନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଡାକ୍ତର କାଙ୍ଗା ମାଝୀ ଓ ଟିଙ୍ଗୁ ମାଝୀଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ହେଲେ ଗାଁର କାଙ୍ଗା ମାଝୀ ଓ ଟିଙ୍ଗୁ ମାଝୀ । ଗୁରୁତରଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ବିଶ୍ୱନାଥପୁର ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.