Below header

ମୟୂରଭଞ୍ଜ: ବାଇକ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ମୃତ

ମୟୂରଭଞ୍ଜ(କେନ୍ୟୁଜ୍) : ବାଇକ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର। ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ବେତନାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ମୃତକମାନେ ହେଲେ ଶିଂଲା ଥାନା ବାଉଁଶବଣି ଗାଁର କମଳ ଲୋଚନ ରାଉଳ ଓ ବସ୍ତା ଥାନା ଅଞ୍ଚଳର ଗୋପୀ ରାମ। ଅନ୍ୟ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.