ମୟୂରଭଞ୍ଜ(କେନ୍ୟୁଜ୍) : ବାଇକ୍-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର। ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ବେତନାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ମୃତକମାନେ ହେଲେ ଶିଂଲା ଥାନା ବାଉଁଶବଣି ଗାଁର କମଳ ଲୋଚନ ରାଉଳ ଓ ବସ୍ତା ଥାନା ଅଞ୍ଚଳର ଗୋପୀ ରାମ। ଅନ୍ୟ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…