Below header

ପୁରୀ: ଗୋପ ପାଟେଳିଆ ଛକରେ ଦୁଇ ବାଇକ୍ ମୁହାଁମୁହିଁ ଧକା, ଦୁଇ ମୃତ

ଗୋପ(କେନ୍ୟୁଜ୍):   ପୁରୀ ଜିଲ୍ଲା ଗୋପ ବ୍ଳକ ପାଟେଳିଆ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବାଇକ୍ ମଧ୍ୟରେ  ମୁହାଁମୁହିଁ  ଧକା ହୋଇଛି। ଖବର ପାଇ ଗୋପ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଦୁଇ ଜଣକୁ ଉଦ୍ଧାର କରି ମେଡିକାଲ ଆଣିଥିଲେ।

ଅବସ୍ଥା ଗୁରୁତର ହେବାରୁ ଡାକ୍ତର ଭୁବନେଶ୍ୱର ସ୍ଥାନାନ୍ତର କରିଥିଲେ ତେବେ ସେଠାରେ ଉଭୟଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.