ରାଜ୍ୟ

ଦୁଇ ଓଡ଼ିଆଙ୍କୁ ମିଳିପାରେ ପଦ୍ମଶ୍ରୀ  ପୁରସ୍କାର, ସଂସ୍କୃତି ଗବେଷକ ଡକ୍ଟର ରଜତ କର ଓ ସମାଜସେବୀ ଶାନ୍ତି ଦେବୀଙ୍କୁ ମିଳିପାରେ ପଦ୍ମଶ୍ରୀ

କେନ୍ୟୁଜ୍(ବ୍ୟୁରୋ):  ପୁଣି ଆଉ ଦୁଇ ଓଡ଼ିଆଙ୍କୁ ମିଳିପାରେ ପଦ୍ମଶ୍ରୀ  ପୁରସ୍କାର  । ବିଶିଷ୍ଟ ସଂସ୍କୃତି ଗବେଷକ ଡକ୍ଟର ରଜତ କରଙ୍କୁ ମିଳିପାରେ ପଦ୍ମଶ୍ରୀ । ସେହିପରି ରାୟଗଡ଼ାର ବିଶିଷ୍ଟ ସମାଜସେବୀ ଶାନ୍ତି ଦେବୀଙ୍କୁ ପଦ୍ମଶ୍ରୀ ମିଳିବା ନେଇ ସୂଚନା ମିଳିଛି । ଏନେଇ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା କରାଯାଇଛି । ଆଜି ସଂଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯିବ ।

ସାଧାରଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ ପ୍ରତିବର୍ଷ ପଦ୍ମ ପୁରସ୍କାର ଘୋଷଣା କରାଯାଇଥାଏ । ଆଉ କିଛି ସମୟ ପରେ ପଦ୍ମଶ୍ରୀ ପୁରସ୍କାର ନେଇ  ସ୍ପଷ୍ଟ ଚିତ୍ର ଅସିଯିବାର ସୂଚନା ରହିଛି ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

30 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

44 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

59 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago