ରାଜ୍ୟ

ଯାଜପୁର: ମହାଶିବରାତ୍ରୀରେ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୨ ବିଦେଶୀ ପର୍ଯ୍ୟଟକ

ଯାଜପୁର(କେନ୍ୟୁଜ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ବିଦେଶୀ ପର୍ଯ୍ଯଟକ। ଆଜି ଅପରାହ୍ନରେ ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ପାରାଦ୍ୱୀପ ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ନିକଟରେ ଘଟିଛି ଏହି ଦୁର୍ଘଟଣା। ଏକ ଇନୋଭା ଗାଡିରେ ଦୁଇ ବିଦେଶୀ ପର୍ଯ୍ଯଟକ କେନ୍ଦ୍ରାପଡା ଅଭିମୁଖେ ଯାଉଥିବା ଏହି ସମୟରେ ଏକ ଟ୍ରକ ଓଭରଟେକ କରିଥିଲା।

ତେବେ ହଠାତ ଭାରସାମ୍ୟ ହରାଇ ଟ୍ରକଟି ଇନୋଭା ଗାଡି ଉପରକୁ ମାଡିଯାଇଥିଲା। ସୌଭାଗ୍ୟବଶତ ଘଟଣାସ୍ଥଳରେ ବିଦେଶୀ ପର୍ଯ୍ଯଟକ ସୁରକ୍ଷିତ ଥିବା ବେଳେ ଗାଡିଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଦୁଇ ପର୍ଯ୍ୟଟକ ଓ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହତ ପର୍ଯ୍ୟଟକମାନେ ପ୍ଯାରିସ ଅଞ୍ଚଳର ବୋଲି ଜଣାପଡିଛି। ଘଟଣାସ୍ଥଳରେ ବାଲିଚନ୍ଦ୍ରପୁର ପୁଲିସ ପହଞ୍ଚି ତଦନ୍ତ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ ଚଳାଇଛି।

 

KNews Bureau

Recent Posts

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

9 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

22 mins ago

ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ, ଜଙ୍ଗଲରୁ ମୃତଦେହ ଜବତ

ମୟୂରଭଞ୍ଜ : ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଥାନାରେ ଅଟକ । ଘଟଣା…

25 mins ago

ଷଷ୍ଠ ଥର ନବୀନ ସରକାର, ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ ବହୁମତ

ଭୁବନେଶ୍ୱର : ଷଷ୍ଠ ଥର ନବୀନ ସରକାର । ଓଡ଼ିଶା ଗଣମାଧ୍ୟମ ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ…

48 mins ago

ଜୁନ ୨୦ରେ ଲଞ୍ଚ ହେବାକୁ ଯାଉଛି Realme GT 6, ଡିଜାଇନ୍ ଦେଖିଲେ କହିବେ ‘Wow’

ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…

1 hour ago

ଗାଁର ଚାରି ଆଡେ଼ ଘେରି ରହିଛି ନାଳ, ବର୍ଷା ଦିନେ ଜଳବନ୍ଦୀ ଜୀବନ କାଟନ୍ତି ଏହି ଗ୍ରାମବାସୀ

ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୭ବର୍ଷ । ଏହି ୭୭ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…

1 hour ago