Below header

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡ ଆଦେଶ ଦେଲେ ରାଉରକେଲା ଫାଷ୍ଟ ଟ୍ରାକ କୋର୍ଟ।

ରାଉରକେଲା: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡ ଆଦେଶ ଦେଲେ ରାଉରକେଲା ଫାଷ୍ଟ ଟ୍ରାକ କୋର୍ଟ। ଅଭିଯୁକ୍ତଙ୍କୁ ଜେଲଦଣ୍ଡ ସହ ୫  ଲକ୍ଷ୍ୟ ଟଙ୍କା ଜୋରିମାନା ଓ ଜୋରିମାନା ଅନାଦେୟରେ ଅଧିକ ଦୁଇ ବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.