ରାଜ୍ୟ

ବାଲେଶ୍ୱର କୁଅଁରପୁରରେ ଗାଁରେ ଅଘଟଣ: ଗ୍ୟାସ୍ ସିଲିଣ୍ଡର ଫାଟି ଭାଇଭଉଣୀ ଗୁରୁତର

ବାଲେଶ୍ୱର(କେନ୍ୟୁଜ୍): ଗ୍ୟାସ୍ ସିଲିଣ୍ଡର ଫାଟି ଭାଇଭଉଣୀ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସଦର ବ୍ଲକ କୁଅଁରପୁରରେ ଗାଁରେ। ଆହତ ୨ଜଣଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଭାଇଭଉଣୀ ରୋଷେଇ କରୁଥିଲେ। ହଠାତ୍ ଏହି ସମୟରେ ଗ୍ୟାସ୍ ପାଇପରେ ନିଆଁ ଲାଗି ଯାଇଥିଲା।  ଏହାପରେ ନିଆଁ ଚାରିଆଡ଼େ ବ୍ୟାପିଯାଇଥିଲା। ଯାହାଫଳରେ ଭାଇ ଭଉଣୀ ଦୁଇଜଣ  ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଥିଲେ।

ପରିବାର ଲୋକ ତୁରନ୍ତ ସେମାନକୁ ଉଦ୍ଧାର କରି ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରିଥିଲେ। ଭାଇର ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସାପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Sonalisa

Recent Posts

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

18 mins ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

2 hours ago

ମୁମ୍ବାଇ କ୍ରିକେଟ୍‌ ଆସୋସିଏସନ ଅଧ୍ୟକ୍ଷ ଅମୋଲ କାଲେଙ୍କ ହାର୍ଟ ଆଟାକ୍‌ରେ ନିଧନ, ଷ୍ଟାଡିୟମ୍‌ରେ ବସି ଦେଖୁଥିଲେ ମ୍ୟାଚ୍‌

ଟି-୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…

2 hours ago

ମୋ ପୁଅକୁ ଡାଇରିଆ ହେଇଥିଲା, ଡାକ୍ତରଖାନାରେ ଭଲ ହେବ କଣ ଓଲଟି ଚାଲିଗଲା

ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…

2 hours ago

ବାଇକକୁ ପିଟିଲା କାର ଘଟଣାସ୍ଥଳରେ ଭାଇ ଭଉଣୀ ମୃତ

ନରସିଂହପୁର (କେନ୍ୟୁଜ୍‌): ବଡମ୍ବା ଥାନା ଅନ୍ତର୍ଗତ ଭଟ୍ଟାରିକା ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକକୁ ପିଟିଲା…

2 hours ago

ଭାରି ହେଇଗଲା ଅମୃତଭଣ୍ଡାର ଓଜନ ଓଲଟିପଡିଲା ଟ୍ରକ୍‌, ଗାଡି ଭିତରେ ଚାପି ରହି ଚାଲିଗଲା ଚାଳକର ଜୀବନ

ସୋର (କେନ୍ୟୁଜ) : ସବୁଦିନ ପରି ଆଜି ବି ଗାଡି ଚଲାଇ ଯାଉଥିଲେ । କିନ୍ତୁ ଏଥର ଭାରି ହେଇଗଲା…

2 hours ago