Below header

ଝାରପଡା ଫ୍ଲାଏ ଓଭରରେ ଦୁର୍ଘଟଣା, ଦୁଇ ଆହତ ଜଣେ ଗୁରୁତର

ଭୁବନେଶ୍ବର(କେନ୍ୟୁଜ୍): ଝାରପଡା  ଫ୍ଲାଏ ଓଭରରେ ଦୁର୍ଘଟଣା। ଏକ ଟ୍ରକ ସହ ଏକ ଓମିନି ଇକୋ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ  ଗୁରୁତର ହେବା  ସହ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହତମାନଙ୍କୁ  ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି। କୁହାଯାଇଛି ଯେ ଇକୋ ଭ୍ୟାନର ଚକା ଫାଟିଯିବାରୁ ଏହି ଦୁର୍ଘଟଣା ଘଟିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.