Below header

ବାଇକ-ଟ୍ରକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ | ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ରାଜ୍ୟ ରାଜପଥ ୫୩ର ଚଣ୍ଡୀବିରଞ୍ଚିପୁର ଛକ ନିକଟରେ ବାଇକକୁ ଟ୍ରକ ମୁହାଁମୁହିଁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି |

ଆନନ୍ଦପୁର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ | ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ରାଜ୍ୟ ରାଜପଥ ୫୩ର ଚଣ୍ଡୀବିରଞ୍ଚିପୁର ଛକ ନିକଟରେ ବାଇକକୁ ଟ୍ରକ ମୁହାଁମୁହିଁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି |

ଉଭୟ ମୃତକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ନନ୍ଦିପଦା ପୋଲିସ ମୃତଦେହକୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଛି | ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର  ଥାନାରେ ଆତ୍ମସମର୍ପଣ କରିଛି | ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.