ଭଞ୍ଜନଗର(କେନ୍ୟୁଜ୍): ପୂର୍ବ ଶତ୍ରୁତାରୁ ଆକ୍ରମଣ । ଖଣ୍ଡାଚୋଟରେ ଶଳା ଭିଣୋଇଙ୍କ ମୃତ୍ୟୁ। ଦୁଇ ମୃତକ ହେଲେ ଭିଣୋଇ ମିଥୁନ ଭୂୟାଁ ଓ ଶାଳକ ଲିପୁନ ସ୍ବାଇଁ। କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସୁନାରିଝୋଳ ଗାଁ ରେ ହତ୍ୟାକାଣ୍ଡ ଘଟିଛି। ଦୁଇ ମୃତକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ୧୦ରୁ ଅଧିକ ଲୋକ ଖଣ୍ଡାରେ ଆକ୍ରମଣ କରିଥିବା ମୃତକଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ କବିସୂର୍ଯ୍ୟନଗର ମେଡିକାଲ ଓ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଉଭୟଙ୍କ ମୃତ୍ୟୁ ଘଟିଛି। ରାଜନୈତିକ ଶତ୍ରୁତାରୁ ଆକ୍ରମଣ ହୋଇଛି। ୨ ମାସ ପୂର୍ବରୁ ମଧ୍ୟ ମିଥୁନ ଭୂୟାଁଙ୍କୁ ଆକ୍ରମଣ କରାଯାଇଥିଲା। ସେତେବେଳେ ସେ ବର୍ତ୍ତି ଯାଇଥିଲେ ବୋଲି ତାଙ୍କ ଭାଇ କହିଛନ୍ତି।
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…
ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…