ରାଜ୍ୟ

ଅଧା ରହିଗଲା ମାନସିକ କେଶଦାନ: ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜ୍‌ ନିକଟରେ ବୋଲେରୋ ଦୁର୍ଘଟଣାଗ‌ସ୍ତ; ୨ ମୃତ, ୧୨ ଆହତ

ପିପିଲି: ଅଧା ରହିଲା ମାନସିକ କେଶଦାନ । ଦୁର୍ଘଟଣାରେ ଚାଲିଗଲା ଜୀବନ । ଭୁବନେଶ୍ୱର-ପୁରୀ ୩୧୬ ନମ୍ବର ଜାତୀୟ ରାଜପଥରେ ମର୍ମୁନ୍ତୁଦ ଦୁର୍ଘଟଣା ଘଟିଛି । ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜ୍‌ରେ ବୋଲେରୋ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଗୁରୁତର ହୋଇଛନ୍ତି ।

ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ଶିଶୁ ରହିଛନ୍ତ । ମୃତ ଶିଶୁକନ୍ୟାର ଲିପିକାର କେଶଦରାନ କରିବାକୁ ପୁରୀ ଯାଉଥିଲେ ପରିବାର । ମୃତକଙ୍କ ଘର କେନ୍ଦୁଝର ଜିଲ୍ଲା ବେଗୁନିଆପଟଣାର ବୋଲି ଜଣାପଡିଛି। ସମସ୍ତ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।

Sonalisa

Recent Posts

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…

51 mins ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

1 hour ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

2 hours ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

2 hours ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

3 hours ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

3 hours ago