ଗଞ୍ଜାମ: ତପ୍ତପାଣି ଘାଟି ନିକଟରେ ବସ ଦୁର୍ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଘୋଷଣା କଲେ ସହାୟତା ରାଶି

କେନ୍ୟୁଜ୍(ବ୍ୟୁରୋ):ଗଞ୍ଜାମ ତପ୍ତପାଣି ଘାଟି ପାଳୁଖୁରା ନିକଟ ବସ ଦୁର୍ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା ସହ ମୃତକଙ୍କ ପରିବାରକୁ ଗଭୀର ସମବେଦନ ଯଣାଇଛନ୍ତି । ସେହିପରି ରିଲିଫ କାର୍ଯ୍ୟକୁ ତ୍ୱରାନ୍ଵିତ କରିବାକୁ ଗଞ୍ଜାମ ଜିଲ୍ଲାପାଳ ଓ SPଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.