ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ୨ ଲକ୍ଷ ଲୁଟ୍, ଟଙ୍କା ଜମା କରିବାକୁ ଯାଉଥିବା ବେଳେ ଝାମ୍ପି ନେଲେ ଦୁର୍ବୃତ୍ତ

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରି ୨ ଲକ୍ଷ ଲୁଟ୍ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ପେଟ୍ରୋଲ ପମ୍ପର କର୍ମଚାରୀଙ୍କ ଠାରୁ ଲୁଟି ନେଲେ ଟଙ୍କା ।

ସୁନ୍ଦରଗଡ଼ (କେନ୍ୟୁଜ): ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରି ୨ ଲକ୍ଷ ଲୁଟ୍ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ପେଟ୍ରୋଲ ପମ୍ପର କର୍ମଚାରୀଙ୍କ ଠାରୁ ଲୁଟି ନେଲେ ଟଙ୍କା । ବ୍ୟାଙ୍କକୁ ୨ ଲକ୍ଷ ଟଙ୍କା ଜମା କରିବାକୁ ଯାଉଥିବା ବେଳେ ୩ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜମାପାଲି ବାଇପାସରେ ବାଇକରେ ଆସି ତାଙ୍କୁ ଛୁରିରେ ଆକ୍ରମଣ କରି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ରାଜଗାଙ୍ଗପୁର ପୋଲିସ ଘଟଣାର ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.