Below header

ଆସୁଛି ୨ଟି ଲଘୁଚାପ, ୧୬ ତାରିଖ ପରେ ରାଜ୍ୟରେ ବଦଳିବ ପାଗ

ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ହେବ । ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଓ ଉପକୂଳରେ ସ୍ୱଳ୍ପ ବର୍ଷା ହେବ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଆସୁଛି ୨ ଲଘୁଚାପ । ତୃତୀୟ ଓ ଚତୁର୍ଥ ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା ରହିଛି । ୧୬ ତାରିଖ ପରେ ରାଜ୍ୟରେ ପାଗ ବଦଳିବ । ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ହେବ । ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଓ ଉପକୂଳରେ ସ୍ୱଳ୍ପ ବର୍ଷା ହେବ । ୧୮ରୁ ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୯୦ରୁ ୧୧୦ ମିଲିମିଟର ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.