ଆଳି(କେନ୍ୟୁଜ୍): କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଡଙ୍କାରି ଗାଁରେ ପୋଖରୀରେ ବୁଡି ୨ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି।ଦୁଇଜଣ ସମ୍ପର୍କୀୟ ଭାଇ- ଭଉଣୀ। ଉଭୟଙ୍କ ବୟସ ୫ବର୍ଷ ।ଡଙ୍କାରି ଗାଁର ସୁକଦେଵ ସାମଲଙ୍କ ଝିଅ ଓ ଗଞ୍ଜା ଗାଁର ବିନୋଦ ପାତ୍ରଙ୍କ ପୁଅ ଦୁଇ ଜଣ ଖେଳୁଥିବା ବେଳେ ପୋଖରୀକୁ ଖସିପଡିଥିଲେ।
ଘରଲୋକେ ଖୋଜା ଖୋଜି କରିବା ପରେ ଦୁଇ ଜଣଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ।ଉଦ୍ଧାର ପରେ ସେମାନଙ୍କୁ ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦରେ ଭର୍ତ୍ତି କରାଯାଇଥିଲା।ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…