ସାଲେପୁର(କେନ୍ୟୁଜ): ଦୁଇଜଣଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ । କଟକ ସଦର ଥାନା କୁରାଙ୍ଗ ପ୍ରଧାନ ଗାଁରେ ଘଟିଛି ଅଘଟଣ । ମୃତକ ହେଲେ ଅସ୍ରଫ୍ ଅହମ୍ମଦଙ୍କ ଝିଅ ସାଫିଆ ଖାତୁନ୍ ଓ ରାଜେଶ ସାହାନିଙ୍କ ଝିଅ ନନ୍ଦିନୀ କୁମାରୀ ।
ଦୁଇଜଣ ପଞ୍ଚାୟତ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଘରକୁ ନଫେରିବାରୁ ଖୋଜାଖୋଜି କରିଥିଲେ ପରିବାର । ପରେ ପୋଖରୀରୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ । ସେଠାରେ ମୃତ ଘୋଷଣା କରିଥିଲେ ଡାକ୍ତର । ଦୁଇ ନାବାଳିକାଙ୍କ ମୃତ୍ୟୁ ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…