ପୋଖରୀରେ ଗାଧୋଇବା ବେଳେ ଅଘଟଣ, ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ
ମୟୂରଭଞ୍ଜ ଜିଲ୍ଲା ବଡସାହି ଥାନା ଅଧୀନ ପ୍ରତାପପୁର ଗ୍ରାମରେ । ଅଘଟଣ ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ। ବଡ଼ସାହି ଥାନା ପ୍ରତାପପୁର ଗାଁରେ ଘଟିଛି ଘଟଣା । ଏମାନେ ସମ୍ପର୍କରେ ଦୁଇ ଭଉଣୀ ବୋଲି ଜଣାପଡିଛି। ।

ବାରିପଦା (କେନ୍ୟୁଜ): ମୟୂରଭଞ୍ଜ ଜିଲ୍ଲା ବଡସାହି ଥାନା ଅଧୀନ ପ୍ରତାପପୁର ଗ୍ରାମରେ । ଅଘଟଣ ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ। ବଡ଼ସାହି ଥାନା ପ୍ରତାପପୁର ଗାଁରେ ଘଟିଛି ଘଟଣା । ଏମାନେ ସମ୍ପର୍କରେ ଦୁଇ ଭଉଣୀ ବୋଲି ଜଣାପଡିଛି। ।
ଗ୍ରାମର ଜନୈକ ମାଛ ଚାଷ ପୋଖରୀରେ ଗାଧୋଇବା ସମୟରେ ବୁଡି ଯାଇଥିଲେ । ନିକଟରେ ଲୋକେ ତାଙ୍କୁ ଉଦ୍ଧାର କରି ବାରିପଦା ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି ।