ରାଜ୍ୟ

ସୁନ୍ଦରଗଡ଼କୁ ମାଡ଼ିଲା କାରୋନା, ଗତକାଲି ଚିହ୍ନଟ ହୋଇଥିବା ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ସୁନ୍ଦରଗଡ଼ର

ଓଡ଼ିଶାରେ ଦିନକୁ ଦିନ ସକ୍ରିୟ ହୋଇ ଚାଲିଛି କାରୋନା ଭାଇରସ। ଏହି ମହାମରୀ ଭାଇରସ ସଂକ୍ରମଣ କବଳରେ ଏବେ ସୁନ୍ଦରଗଡ। ଦୁଇ କାରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ଼ରେ। ଗତକାଲି ରାତିରେ ଚିହ୍ନଟ ହୋଇଥିବା ୪ ଜଣ କାରୋନା ପଜିଟିଭଙ୍କ ମଧ୍ୟରୁ ଦୁଇ ଜଣ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି। ଏହାକୁ ସ୍ପଷ୍ଟ କରିଛନ୍ତି ସୁନ୍ଦରଗଡ଼ ସିଡିଏମଓ। ଦୁଇଜଣ କାରୋନା ଆକ୍ରାନ୍ତ ସୁନ୍ଦରଗଡ ଜିଲ୍ଲାର ବିଶ୍ରା ଅଂଚଳର ବୋଲି ଜଣାଇଛନ୍ତି ସୁନ୍ଦରଗଡ ଜିଲ୍ଳାପାଳ।

ଗତକାଲି ଚିହ୍ନଟ ହୋଇଥିବା ୪ ଜଣ କାରୋନା ପଜିଟିଭଙ୍କ ମଧ୍ୟରୁ ଦୁଇ ଜଣ ସୁନ୍ଦରଗଡ଼ର ହୋଇଥିବାବେଳେ ଅନ୍ୟ ଦୁଇଜଣଙ୍କ ବିଷୟରେ କିମ୍ବା ତାଙ୍କ ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ କୌଣସି ତଥ୍ୟ ଏପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଦିଆଯାଇନାହିଁ। ତେବେ ବର୍ତ୍ତମାନ ଓଡ଼ିଶାରେ ୫୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଆକ୍ଟିଭ କେସ ୪୧ ରହିଛି।

Pritiparna

Recent Posts

Air India ବିମାନରେ ପରସାଗଲା ଅଧାରନ୍ଧା ଖାଦ୍ୟ ! ଯାତ୍ରୀ କହିଲେ, ‘୫ ଲକ୍ଷ ଟଙ୍କା ଖର୍ଚ୍ଚ କରି ସମସ୍ୟା ଭୋଗିଲି’

ଏୟାର ଇଣ୍ଡିଆର ଏକ ବିମାନରେ ପରସା ଯାଇଛି ଅଧାରନ୍ଧା ଖାଦ୍ୟ । ଏଭଳି ଅଭିଯୋଗ ଆଣିଛନ୍ତି ବିମାନରେ ଯାତ୍ରା କରୁଥିବା…

7 seconds ago

ଟି୨୦ ବିଶ୍ୱକପ ୨୦୨୪ : ସୁପର-୮ରେ ଭାରତ ସହିତ ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ ଆଫଗାନିସ୍ତାନ

ଟି୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଟିମ୍‌ ଘୋଷଣା ହୋଇସାରିଛି । ଭାରତ ବିପକ୍ଷରେ ସୁପର ୮ରେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ…

10 mins ago

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ଆଜି ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

53 mins ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

55 mins ago

‘ଫାଦର୍ସ ଡେ’ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣା, ୨ ମୃତ

ଆମେରିକାରେ ଫାଦର୍ସ ଡେ ରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ବିମାନରେ ଥିବା…

1 hour ago

ମା’ ସିଂହାସନୀଙ୍କ ମନ୍ଦିରରେ ପାଳିତ ହେଲା ପ୍ରସିଦ୍ଧ ରଜପର୍ବ, ଛୁଟିଲା ଭକ୍ତଙ୍କ ସୁଅ

ପୋଲସରା(କେନ୍ୟୁଜ): ଅସହ୍ୟ ଗରମରେ ଭକ୍ତମାନେ ଛୁଟି ଆସିଛନ୍ତି ମନ୍ଦିର । ମା’ଙ୍କ ଅପୂର୍ବ ଆଳତି ଦର୍ଶନ କରିବାର ସୌଭାଗ୍ୟ ନେଇଛନ୍ତି…

1 hour ago