ସୁନ୍ଦରଗଡ଼(କେନ୍ୟୁଜ): ସୁନ୍ଦରଗଡ଼ଟାଉନଥାନା ସେପତିବାହାଲ ରାସ୍ତା ପାଖ ଏକ ବନ୍ଦ ଘରୁ ୨ ଶ୍ରମିକଙ୍କ ମୃତଦେହ ଠାବ ହୋଇଛି। ଶୋଇଥିବା ଅବସ୍ଥାରେ ଘରେ ନିଆଁ ଲାଗିଯାଇବା ଅନୁମାନ କରାଯାଉଛି । ସେମାନେ ଘରୁ ବାହାରି ନପାରି ନିଆଁରେ ପୋଡି ପ୍ରାଣ ହରାଇଥିବା ଘଟଣାସ୍ଥଳରେ ପହଞ୍ଚିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ଶ୍ରମିକ ନିକଟସ୍ଥ ବାଉରିମୁଣ୍ଡାର ମିଠୁ ଓରାମ ଓ ଦିଲୀପ ସା। ସେମାନେ ଆସି ଏଠାରେ ଠିକାଦାର ବିକାଶ ରାଓଙ୍କ ପାଖରେ ବିଭିନ୍ନ ନିର୍ମାଣ କାର୍ଯ୍ଯରେ ଶ୍ରମିକ ଭାବେ କାମ କରୁଥିଲେ। ତେବେ କେଉଁସ୍ଥିତିରେ ସେଠାରେ ନିଆଁ ଲାଗିଲା ତାହା ଜଣାପଡିନାହିଁ। ପୋଲିସ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଅ।ରମ୍ଭ କରିଛି ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…