Below header

ରାସ୍ତା କଡ଼ାରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା କାର୍, ୨ ମୃତ

ସୋରୋ(କେନ୍ୟୁଜ୍‌) : ରାସ୍ତା କଡ଼ାରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା କାର୍ । ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଭୋଗରାଇ ଥାନା ନେଗୁଁଆ ଛକ ନିକଟରେ ଘଟିଛି ଏପରି ମର୍ମନ୍ତୁଦ ଦୁର୍ଘଟଣା ।

୫୭ ନଂ ରାଜପଥ ନେଗୁଁଆ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ୬ ଜଣଙ୍କୁ ଦ୍ରୁତ ଗତିରେ ଆସୁଥିବା କାର୍ ଧକ୍କା ଦେଇ ଚଢ଼ିଯାଇଥିଲା । ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.