ରାୟଗଡା(କେନ୍ୟୁଜ୍): ରାୟଗଡା ଥାନା ଅନ୍ତର୍ଗତ ଶିରିଗୁଡା ଅଂଚଳରୁ ୧୩ଟି ବସ୍ତାରେ ୨ କୁଇଣ୍ଟାଲ ୭୧ କେଜି ଗଞ୍ଜେଇ ଜବତ ହୋଇଛି। ଘଟଣାରେ ରାୟଗଡା ପୋଲିସ ଜଣେ ଗଞ୍ଜେଇ ବେପାରୀକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲ୍ଲା କଣ୍ଟାଡିଆ ବ୍ଲକର ଅମରେନ୍ଦ୍ର ଦାଶ।
ଗଞ୍ଜେଇ ଚାଲାଣ ହେଉଥିବା ପିକଅପ ଗାଡିକୁ ଜବତ କରିଛି ପୋଲିସ। କୋରାପୁଟ ଜିଲ୍ଲା ସୀମାନ୍ତରୁ ବାଲେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…