କାମ ସାରି ଫେରୁଥିବା ବେଳେ ୨ ଶ୍ରମିକଙ୍କ ଉପରେ ଚଢ଼ିଗଲା ଟ୍ରକ, ଘଟଣାସ୍ଥଳରେ ମୃତ୍ୟୁ

ସୁନ୍ଦରଗଡ (କେନ୍ୟୁଜ): ହେମଗିର ଥାନା ବରପାଲି ଛକରେ ୨ ଶ୍ରମିକଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣା ସ୍ଥଳରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣ କାମ ସାରି ନିଜ ଗାଁ ବନ୍ଧପାଲିକୁ ସାଇକେଲ ରେ ଫେରୁଥିବା ବେଳେ ଦୁର୍ଘଟଣା ହୋଇଛି। ଘଟଣା ସ୍ଥଳରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.