ରାଜ୍ୟ

ସେଲ୍ଫି ନେଲା ଦୁଇ ଜୀବନ, ଗୁମ୍ମାଝରଣ ଜଳପ୍ରପାତରେ ବୁଡିଯାଇ ମୃତ୍ୟୁ

ମାଲକାନଗିରି : ସେଲ୍ଫି ନେବାବେଳେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ମାଲକାନଗିରି ଜିଲ୍ଲା ଗୁମ୍ମାଝରଣ ଜଳପ୍ରପାତ ନିକଟରେ ସେଲଫି ନେବା ବେଳେ ଦୁଇ ଜଣ ଯୁବକଙ୍କ ଚାଲିଗଲା ଜୀବନ । ଭୋଜି କରିବା ପାଇଁ ଗୁମ୍ମାଝରଣକୁ ଆସିଥିଲେ ଦୁଇ ଯୁବକ । ହଠାତ ପଥର ଉପରେ ସେଲ୍ଫି ନେବେ ବେଳେ ଗୋଡ଼ ଖସିଯିବାରୁ ତଳେ ଥିବା ଅଥଳ ପାଣିରେ ଜଣେ ଯୁବକ ବୁଡିଯାଇଥିଲେ ।

ତେବେ ପହଁରା ଜାଣିନଥିବାରୁ ଅନ୍ୟ ଜଣ ଯୁବକ ଉଦ୍ଧାର ପାଇଁ ପାଣିରେ ବୁଡିଥିଲେ ।  ଜଳପ୍ରପାତର ପ୍ରଖର ସ୍ରୋତ ଯୋଗୁଁ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକ ଦୁଇ ମୄତଦେହ ଉଦ୍ଧାର କରି ଆମ୍ବୁଲାନ୍ସରେ ମେଡିକାଲକୁ ପଠାଇଥିଲେ । ଏହି  ଦୁଇ ଯୁବକ ଜୟପୁର ଅଞ୍ଚଳର ବୋଲି ଜଣାପଡ଼ିଛି ।  କିନ୍ତୁ ଦୁହିଁଙ୍କର ପରିଚୟ ମିଳିପାରିନାହିଁ ।

Niharanjan

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

13 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

45 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

47 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

50 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

56 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago