ରାଜ୍ୟ

ଘାଟିରେ ଓଲଟିଲା ଅଟୋ, ୨୦ ଆହତ

ବ୍ରହ୍ମପୁର : ଘାଟିରେ ଓଲଟିଲା ଅଟୋ। ଡାଲା ଅଟୋ ଓଲଟି ୨୦ ଆହତ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବାଙ୍କେଶ୍ବରୀ ଘାଟିରେ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶେରଗଡ଼ ନିକଟସ୍ଥ କରଡ଼ାକଣାରୁ କିଛି ଗ୍ରାମବାସୀ ଆସି ବାଙ୍କେଶ୍ୱରୀରେ ମାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି।

ଘାଟିରେ ଅଟୋ ଓହ୍ଲାଉଥିବା ବେଳେ ପ୍ରାୟ ତିରିଶି ଫୁଟ ତଳକୁ ଖସି ପଡିଥିଲା। ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ଉଦ୍ଧାର କରିବା ସହ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଇଥିଲେ। ୨୦ଜଣଙ୍କୁ ଦିଗପହଣ୍ଡି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଆଠଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Niharanjan

Recent Posts

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

25 seconds ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

6 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

15 mins ago

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

38 mins ago

ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ, ଫାଇବର ବ୍ୟାରିକେଡରେ ଲାଗିଲା ନିଆଁ

ପୁରୀ(କେନ୍ୟୁଜ୍‌): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…

59 mins ago

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ।…

1 hour ago