ଫୁଲବାଣୀ: ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରା ଦଣ୍ଡାଦେଶ

ଅଭିଯୁକ୍ତ ଗଣେଶ ପ୍ରଧାନକୁ ୨୦ ବର୍ଷ ସ ଜେଲ୍ ସହ ୨୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟରେ ଆଉ ୬ ମାସ ଅଧିକ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ୧୪ ଜଣଙ୍କ ସାକ୍ଷ୍ୟ, ଡାକ୍ତରୀ ରିପୋର୍ଟ ଓ ପୀଡ଼ିତାଙ୍କ ବୟାନ ଆଧାରରେ ସଜା ହୋଇଛି ।

ଫୁଲବାଣୀ(କେନ୍ୟୁଜ୍): ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରା ଦଣ୍ଡାଦେଶ । ଦଣ୍ଡାଦେଶ ଶୁଣାଇଲେ ଫୁଲବାଣୀ ପକ୍ ସୋ କୋର୍ଟ । ଅଭିଯୁକ୍ତ ଗଣେଶ ପ୍ରଧାନକୁ ୨୦ ବର୍ଷ ସ ଜେଲ୍ ସହ ୨୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟରେ ଆଉ ୬ ମାସ ଅଧିକ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ୧୪ ଜଣଙ୍କ ସାକ୍ଷ୍ୟ, ଡାକ୍ତରୀ ରିପୋର୍ଟ ଓ ପୀଡ଼ିତାଙ୍କ ବୟାନ ଆଧାରରେ ସଜା ହୋଇଛି ।

୨୦୨୧ ମସିହା ମାର୍ଚ୍ଚ ୨ ତାରିଖରେ ନାବାଳିକା ନିଜ ମାଉସୀ ଘରରୁ ବୁଲିବା ପାଇଁ ଯାଇ ଫେରି ନଥିଲେ । ଅଭିଯୁକ୍ତ ଗଣେଶ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲା । ୧୫ ଦିନ ପରେ ଗଣେଶ ଓ ନାବାଳିକାଙ୍କୁ ସାରତାଗୁଡ଼ାର ଏକ ଘରୁ ପୋଲିସ ଉଦ୍ଧାର କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.