କିଟ୍ ଓ କିସ୍ ପକ୍ଷରୁ ୨ଶହ କର୍ମଚାରୀଙ୍କୁ ନିଯୁକ୍ତି, ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଦେଲେ ନିଯୁକ୍ତି ପତ୍ର

ଆଜି କିଟ୍ ଓ କିସ୍ ପକ୍ଷରୁ ୨ଶହ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି।

ଆଜି କିଟ୍ ଓ କିସ୍ ପକ୍ଷରୁ ୨ଶହ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାର ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ସମେତ ୨ଶହ ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦିଆଯାଇଛି। କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଏହି କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଓ କିଟ୍ ମାନବ ସମ୍ବଳ ମହାନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.