ରାଜ୍ୟ

୨୦୨୩ ପୁରୁଷ ହକି ବିଶ୍ୱକପ୍‌ ଲୋଗୋ: ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ) : ୨୦୨୩ ପୁରୁଷ ହକି ବିଶ୍ୱକପ୍‌ ପାଇଁ ଉନ୍ମୋଚିତ ହୋଇଛି ଲୋଗୋ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋଗୋକୁ ଉନ୍ମୋଚନ କରିଛନ୍ତି । ୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ହେବ । ଜାନୁଆରୀ ୧୩ରୁ ୨୯ ତାରିଖ ଯାଏଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାରେ ବର୍ତ୍ତମାନ ନିର୍ମିତ ହେଉଥିବା ବିର୍ସାମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡିୟମରେ ଖେଳାଯିବ ।

ଓଡିଶାରେ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି । ପୂର୍ବରୁ ୨୦୧୮ରେ ଓଡ଼ିଶାରେ ବିଶ୍ୱକପ୍‌ ପୁରୁଷ ହକି ଟୁର୍ଣ୍ଣାମେଣ୍ଟ ଖେଳାଯାଇଥିଲା । ବେଲଜିୟମ ଚାମ୍ପିଅନ ହୋଇଥିଲା ।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago