ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ନମୂନା ପ୍ରଶ୍ନପତ୍ର
୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ନମୂନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତ ହୋଇଛି ଏହି ନମୂନା ପ୍ରଶ୍ନପତ୍ର। ସମସ୍ତ ବିଷୟର ଗୋଟିଏ ଗୋଟିଏ ସେଟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ପ୍ରଦାନ କରିଛି ବୋର୍ଡ। ଏହି ନମୂନା ପ୍ରଶ୍ନପତ୍ର ପରୀକ୍ଷାର୍ଥୀଙ୍କୁ ଯୋଗାଇ ଦିଆଯିବ ।

କଟକ(କେନ୍ୟୁଜ): ୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ନମୂନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତ ହୋଇଛି ଏହି ନମୂନା ପ୍ରଶ୍ନପତ୍ର। ସମସ୍ତ ବିଷୟର ଗୋଟିଏ ଗୋଟିଏ ସେଟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ପ୍ରଦାନ କରିଛି ବୋର୍ଡ। ଏହି ନମୂନା ପ୍ରଶ୍ନପତ୍ର ପରୀକ୍ଷାର୍ଥୀଙ୍କୁ ଯୋଗାଇ ଦିଆଯିବ । ସେହି ଅନୁଯାୟୀ ପ୍ରସ୍ତୁତ ହେବେ ମାଟ୍ରିକ ପରୀକ୍ଷାର୍ଥୀ। ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏ ସମ୍ପର୍କରେ ଚିଠି ଲେଖିଛନ୍ତି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ। ନମୂନା ପ୍ରଶ୍ନପତ୍ର ସମସ୍ତ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।