କଟକ ସହରରେ ଆଜି ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ(କେନ୍ୟୁଜ୍): କଟକ ସହରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।   ସହରରେ ଆଜି ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଦେୱାନ ବଜାରରୁ ୨, ଶିଖରପୁରରୁ ୧, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି।

ସେହିପରି ଅରୁଣୋଦୟ ମାର୍କେଟରୁ ୧, ବାଦାମବାଡ଼ି ରକ୍ସିଲେନ୍ରୁ ୧ ଚିହ୍ନଟ ହୋଇଥିବା ବେଳେ ମଙ୍ଗଳାବାଗରୁ ୧, ମହାନଦୀ ବିହାରରୁ ୧, କ୍ୟାଣ୍ଟନମେଣ୍ଟ ରୋଡରୁ ୧ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.