ରାଜ୍ୟ

୨୨୦କୋଟି ଟଙ୍କାର କୋକେନ ଜବତ ଘଟଣା: ଅନୁବାଦକଙ୍କର ସାହାଯ୍ୟ ନେଲା ତଦନ୍ତ ଟିମ୍

ପାରାଦୀପ (କେନ୍ୟୁଜ): ପାରାଦୀପ ଏମଭି ଦେବୀ ଜାହାଜରୁ କୋକେନ ମିଳିବା ଘଟଣା। ପାରାଦୀପରେ ପହଞ୍ଚିଲେ ବିଦେଶୀ ଭାଷା ଅନୁବାଦ ଟିମ। ଭାଷା ସମସ୍ୟାକୁ ନେଇ ୭ଦିନ ଧରି ଆଗେଇ ପାରୁନଥିଲା ତଦନ୍ତ। ଏହି ଟିମ୍ ଏମଭି ଦେବୀ ଜାହଜର କ୍ରୁ ମେମ୍ବରଙ୍କ ଭାଷାକୁ ଅନୁବାଦ କରି ତଥ୍ୟ ପ୍ରଦାନ କରିବ। ଅନୁବାଦକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଥିବାବେଳେ ଆଜି ଅଟକ ଥିବା ସମସ୍ତ କ୍ରିୟୁ ମେମ୍ବରଙ୍କୁ ସକ୍ଷାତ କରି ସେମାନଙ୍କ ମାଧ୍ୟମରେ ପ୍ରଶ୍ନ ପଚରାଯାଇ ତଦନ୍ତ ଆରମ୍ଭ ହୋଇଛି ।

ନଭେମ୍ବର ୧ ତାରିଖରେ ପାରାଦୀପ ଇଂଟରନ୍ୟାସନାଲ କାର୍ଗୋ ଟର୍ମିନାଲ ମଧ୍ୟକୁ ଇଣ୍ଡୋନେସିଆରୁ ଆସିଥିବା ଏକ ଭେସେଲରୁ ୨ଶହ ୨୦ କୋଟି ଟଙ୍କାର କୋକେନ୍ ଜବତ କରିଥିଲା କଷ୍ଟମ ବିଭାଗ । ଏହି ଘଟଣାର ତଦନ୍ତ ଏନସିବି କରୁଥିବା ବେଳେ ଭେସେଲର ସମସ୍ତ କ୍ରିୟୁ ସଦସ୍ୟ ଭିଏତନାମର ହୋଇଥିବାରୁ ଭାଷାଗତ ସମସ୍ୟା ତଦନ୍ତରେ ବାଧା ସୃଷ୍ଟି କରିଥିଲା । ତେଣୁ ଅନୁବାଦକଙ୍କର ସହାୟତା ନିଆଯାଇଛି ।

Barsha

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

8 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

25 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

39 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

52 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

53 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago