Below header

ବଢ଼ୁଛି କରୋନା ପିଜଟିଭ୍‌ ସଂଖ୍ୟା, ଆଜି କଟକ ସହରରୁ ୨୨୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କଟକ (କେନ୍ୟୁଜ ) : ଆଜି କଟକ ସହରରୁ ୨୨୭ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ସକାଳେ କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩୮୪ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ କେବଳ କଟକ ସହରରୁ ୨୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ଵିଟ ଜରିଆରେ କଟକ ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି। ଆଜିର ଆକ୍ରାନ୍ତ ସଂଖ୍ୟାକୁ ମିଶାଇ କଟକ ସହରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୫୫୬୯ରେ ପହଁଚିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.